ଅକୁମ୍ସ ଡ୍ରଗ୍ସ ଆଣ୍ଡ୍ ଫାର୍ମାସ୍ୟୁଟିକାଲ୍ସ ଲିମିଟେଡ୍ ପକ୍ଷରୁ ସେବି ନିକଟରେ ଡିଆର୍ଏଚ୍ପି ଦାଖଲ
ଭୁବନେଶ୍ୱର: ଅକୁମ୍ସ ଡ୍ରଗ୍ସ ଆଣ୍ଡ୍ ଫାର୍ମାସ୍ୟୁଟିକାଲ୍ସ ଲିମିଟେଡ୍ ପକ୍ଷରୁ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ(ସେବି) ନିକଟରେ ଡ୍ରାଫ୍ଟ ରେଡ୍ ହେରିଂ ପ୍ରୋସ୍ପେକ୍ଟସ୍ (ଡିଆର୍ଏଚ୍ପି) ଦାଖଲ କରାଯାଇଛି
Read More