ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲା ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ସେବାରେ ସାମିଲ ହେବେ । ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ
Read More