ଆସନ୍ତାକାଲିଠୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ, ଆଜି ଶ୍ରୀମନ୍ଦିର କରାଗଲା ସାନିଟାଇଜ୍
ପୁରୀ: ଆସନ୍ତାକାଲିଠୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ । ଆଜି ସଟଡାଉନ୍ ଥିବାରୁ ଶ୍ରୀମନ୍ଦିରକୁ ସାନିଟାଇଜ୍ କରାଯାଇଛି। ଶ୍ରୀମନ୍ଦିର ଭିତର ଓ ବାହାର ପରିସରକୁ ସମ୍ପୂର୍ଣ୍ଣ ସାନିଟାଇଜ୍ କରିଛନ୍ତି
Read More