Latest

Latestଜାତୀୟରାଜନୀତି

ଟ୍ରମ୍ପ୍ ପଛରେ, ବିଡେନ୍‌ ଆଗରେ

ନୂଆଦିଲ୍ଲୀ ()  ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି । ବିଡେନ୍‌ ଓ ଟ୍ରମ୍ପ୍‌ଙ୍କ ମଧ୍ୟରୁ କିଏ ହେବେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି,

Read More
Latestରାଜ୍ୟ

ଆଉ ୧୨ ମୁଣ୍ଡ ନେଲା କରୋନା

ଭୁବନେଶ୍ବର()  ରାଜ୍ୟରେ ଆଉ ୧୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମାଲକାନଗିରି ଓ ମୟୂରଭଞ୍ଜରୁ ତିନିଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ ୨ ଜଣ

Read More
Latestଜାତୀୟ

ରିପବ୍ଲିକ୍ ଟିଭିି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀ ଗିରଫ

ମୁମ୍ବାଇ() ରିପବ୍ଲିକ୍ ଟିଭିି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀ ଗିରଫ । ୨୦୧୮ର ଏକ ମାମଲାରେ ଅର୍ଣ୍ଣବଙ୍କ ବାସଭବନ ଭିତରକୁ ପୁଲିସ୍‌ ଜୋର ଜବରଦସ୍ତ ପଶି ତାଙ୍କୁ

Read More
Latestରାଜ୍ୟ

ଷ୍ଟାନ୍‌ଫୋର୍ଡ ବିଶ୍ୱ ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ସୋଆର ୭ ଗବେଷକ

ଭୁବନେଶ୍ୱର()  ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ୭ ଜଣ ବିଶିଷ୍ଟ ଗବେଷକଙ୍କ ନାମ ସ୍ଥାନ ପାଇଛି ।

Read More
Latestରାଜ୍ୟ

ବାଣ ମାର୍କେଟ ନଖୋଲିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ

ଗଞ୍ଜାମ() ଗ୍ରୀନ୍ ଓ କୋଭିଡ ମୁକ୍ତ ଦୀପାବଳୀ ପାଇଁ ଏକ ଆହ୍ୱାନ ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ଅମୃତା କୁଲାଙ୍ଗେ । ବାଣ ମାକେର୍ଟ ନଖୋଲିବାକୁ ଜିଲ୍ଲାପାଳ ନିବେଦନ

Read More
Latestଜାତୀୟ

ହାଥରସ ପୀଡ଼ିତାଙ୍କ ପରିବାରକୁ ସୁରକ୍ଷା ଦେବେ ୮୦ ଯବାନ

ହାଥରସ()  ଉତ୍ତରପ୍ରଦେଶ ହାଥରସରେ ଘଟିଥିବା କଥିତ ଗଣ ବଳାକ୍ରାର ଏବଂହତ୍ୟା ମାମଲାରେ ପୀଡ଼ିତାଙ୍କ ପରିବାରର ସୁରକ୍ଷା ବଢ଼ାଯାଇଛି । ସୁପି୍ରମକୋର୍ଟଙ୍କ ନିଦେ୍ର୍ଧଶକ୍ରମେ ପୀଡ଼ିତାଙ୍କ ପରିବାର ଲୋକଙ୍କ ସୁରକ୍ଷା

Read More
Latestରାଜ୍ୟ

ଦିନ ୧ଟା ସୁଦ୍ଧା ତିର୍ତ୍ତୋଲରେ ୩୯.୬୮% ମତଦାନ

ଭୁବନେଶ୍ବର: ଉଭୟ ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଭୋଟଗ୍ରହଣ ଜାରିରହିଛି । ସକାଳ ୭ ଟାରୁ ଭୋଟ ଆରମ୍ଭ ହୋଇଥିବାବେଳେ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ମତଦାନ

Read More