ମାଲକାନଗିରି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ମାଲକାନଗିରି: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବାଣ୍ଟିଛନ୍ତିି ମୁଖ୍ୟମନ୍ତ୍ରୀ । ମାଲକାନଗିରି ଜିଲ୍ଲାରୁ ଏହାର ଶୁଭାରମ୍ଭ ହୋଇଛି । ନିଜ ହାତରେ ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ବାଣ୍ଟିଛନ୍ତି
Read More