ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି: ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
ଆସନ୍ତାକାଲି ୨୦ ତାରିଖ ସୋମବାର ଚୈତ୍ର-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଏହି କାରଣରୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା
Read More