Friday, October 30, 2026
ମନୋରଞ୍ଜନ

ବିରୁ ଦେବଗନଙ୍କ ପରଲୋକ

ମୁମ୍ବାଇ()  ବଲିଉଡ ସୁପରଷ୍ଟାର ଅଜୟ ଦେବଗନଙ୍କ ବାପା ତଥା ପ୍ରସିଦ୍ଧ ଆକ୍ସନ ନିର୍ଦ୍ଦେଶକ ବିରୁ ଦେବଗନଙ୍କର ଆଜି ହେଦାନ୍ତ ହୋଇଯାଇଛି। ଗତ କିଛି ଦିନ ହେବ ସେ ଅସୁସ୍ଥ ଥିଲେ। କାର୍ଡିଆକ୍ ଆରେଷ୍ଟ ହେବା ଯୋଗୁ ଗତକାଲି ରାତିରେ ସ୍ଥାନୀୟ ସାଣ୍ଟା କ୍ଲସ୍‌ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି।

Share

Leave a Reply

Your email address will not be published. Required fields are marked *

5 × 1 =