ଧାମନଗର ଉପନିର୍ବାଚନ: ଦ୍ବିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ

 ଧାମନଗରରେ ଚାଲିଛି ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା । ପ୍ରଥମ ରାଉଣ୍ଡ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଥିବା ବେଳେ ଦ୍ବିତୀୟ ରାଉଣ୍ଡରେ ମଧ୍ୟ ଆଗରେ ରହିଛନ୍ତି । ଦ୍ବିତୀୟ ରାଉଣ୍ଡ ଭୋଟ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୮୭୩୭ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ୭୩୫୮ ଭୋଟ ପାଇଛନ୍ତି । ସେହିଭଳି କଂଗ୍ରେସ ପ୍ରାର୍ଥୀ ୧୬୨ ଏବଂ ଅନ୍ୟାନ୍ୟ ୫୯୭ ଭୋଟ ପାଇଛନ୍ତି । ଭୋଟ ୧୪ଟି ଟେବୁଲରେ ଚାଲିଛି ଭୋଟ ଗଣତି ।

Share

Leave a Reply

Your email address will not be published. Required fields are marked *

13 − 12 =