ଭାବିନା ପଟେଲଙ୍କ ଲାଗି ୩ କୋଟି ଟଙ୍କାର ପୁରଷ୍କାର ରାଶି ଘୋଷଣା କଲେ ଗୁଜୁରାଟ ମୁଖ୍ୟମନ୍ତ୍ରୀ

ଟୋକିଓ: ଜାପାନର ରାଜଧାନୀ ଟୋକିଓରେ ଚାଲିଥିବା ପାରା ଅଲିମ୍ପିକ୍ସରେ ଭାରତକୁ ମିଳିଛି ପ୍ରଥମ ପଦକ । ମହିଳା ଟେବୁଲ ଟେନିସରେ ରୌପ୍ୟ ପଦକ ଜିତିଛନ୍ତି ଭାବିନା । ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଭାବିନାଙ୍କ ଲାଗି ୩ କୋଟି ଟଙ୍କାର ପୁରଷ୍କାର ରାଶି ଘୋଷଣା କରିଛନ୍ତିି । ପ୍ରଥମ ଭାରତୀୟ ଭାବେ ସେ ପଦକ ଜିତିଛନ୍ତି ।

Share

Leave a Reply

Your email address will not be published. Required fields are marked *

sixteen + 14 =