ଆଜି ଦେଶରେ ୩୮,୦୭୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮,୦୭୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକରେ ୫୬୦ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଦିନକରେ ଦେଶରେ ୪୨,୧୨,୫୫୭ ପାନ ଟିକା ଦିଆଯାଇଛି। ଏଥିସହିତ ଗତକାଲି ସଂଧ୍ୟା ସୁଦ୍ଧା ମୋଟ ୩୯,୯୬,୯୫,୮୭୯ ପାନ ଟିକା ଦିଆଯାଇସାରିଛି।ଦେଶରେ ୪,୨୪,୦୨୫ ସକ୍ରିୟ ସଂକ୍ରମିତ ରହିଛନ୍ତି। ଏଥିସହିତ ମୋଟ ୩,୦୨,୨୭,୭୯୨ ସୁସ୍ଥ ହୋଇସାରିଛନ୍ତି। ଦେଶରେ ମୋଟ ମୃତ୍ୟୁସଂଖ୍ୟା ୪,୧୩,୦୯୧କୁ ବୃଦ୍ଧିପାଇଛି।

Share

Leave a Reply

Your email address will not be published. Required fields are marked *

fifteen + eleven =