କରୋନା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର ()କରୋନା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି । ଫେବୃଆରୀରେ ଅବଧି ସରିଥିବା ଗାଡ଼ି କାଗଜପତ୍ରର ଏବେ ନବୀକରଣର ଆବଶ୍ୟକତା ନାହିଁ । ବର୍ତ୍ତମାନ ପରିସ୍ଥିତିରେ ଏହା ଜୁନ୍ ଯାଏଁ ବୈଧ ରହିବ । ଫିଟନେସ୍, ଡିଏଲ ଓ ପରମିଟ୍ କ୍ଷେତ୍ରରେ ବି ଏହି ସର୍ତ୍ତ ଲାଗୁ ହେବ । କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଗାଡ଼ି ପରମିଟ୍ ଅବଧି ଜୁନ ୩୦ଯାଏ ବୃଦ୍ଧି ପାଇଛି । ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ଏହି ନିୟମ ଲାଗୁ କରିବାକୁ ନିର୍ଦ୍ଦେଶ ହୋଇଛି ।

Share

Leave a Reply

Your email address will not be published. Required fields are marked *

11 + eleven =