ଭାରତରେ କରୋନା ପଜିଟିଭ ସଂଖ୍ୟା ୪୬୪୩୩କୁ ବୃଦ୍ଧି

ଭୁବନେଶ୍ୱର() ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬୪୩୩ରେ ପହଁଚିଛି । ସେମାନଙ୍କ ମଧ୍ୟରୁ ୧୨୭୨୬ ଜଣ ସୁସ୍ଥ ହୋଇଥିବାବେଳେ ମୃତୁ୍ୟ ସଂଖ୍ୟା ୧୫୬୮ ଛୁଇଁଛି । ମହାରାଷ୍ଟ୍ରରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଏହା ପଛକୁ ରହିଛି ଗୁଜୁରାଟ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ତଥ୍ୟ ପ୍ରଦାନ କରାଯାଇଛି ।

Share

Leave a Reply

Your email address will not be published. Required fields are marked *

four × three =