Friday, October 30, 2026
Latestଜାତୀୟ

ଜଣେ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଶୋପିଆଁର ହାଜୀପୋରା ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ମୃତ ଆତଙ୍କବାଦୀର ପରିଚୟ ମିଳିନାହିଁ।

ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଥିବା ନେଇ ସୂଚନା ମିଳିବା ପରେ ସୁରକ୍ଷାକର୍ମୀ ତଲାସି ଆରମ୍ଭ କରିଥିଲେ। ଏହାପରେ ଆତଙ୍କବାଦୀ ଗୁଳିଚାଳନା କରିବା ପରେ ସୁରକ୍ଷାକର୍ମୀ ପାଲଟା ଗୁଳିଚାଳନା କରିଥିଲେ। ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରଖିଛି।

Share

Leave a Reply

Your email address will not be published. Required fields are marked *

five × 4 =