ପଞ୍ଚମ ରାଉଣ୍ଡ: ବିଜେଡି ଆଗୁଆ

ତିର୍ତ୍ତୋଲ() ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଉଭୟ ଆସନରେ ବିଜେଡି ଆଗୁଆ ରହିଛି । ପଞ୍ଚମ ରାଉଣ୍ଡ ସୁଦ୍ଧା  ବିଜେଡି ପ୍ରାର୍ଥୀ ବିଜୟ ଦାସଙ୍କୁ ୨୧୯୯୬ ଭୋଟ୍, ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୧୩୮୮୨ ଓ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ମଲ୍ଲିକଙ୍କୁ ୨୭୯୦ ଭୋଟ୍ ମିଳିଛି ।

ଅନ୍ୟପଟେ ପଞ୍ଚମ ରାଉଣ୍ଡ ସୁଦ୍ଧା  ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସଙ୍କୁ ୧୮୯୦୨,, ବିଜେପି ପ୍ରାର୍ଥୀ ମାନସ ଦତ୍ତଙ୍କୁ ୧୫୭୪୧ ଓ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁଙ୍କୁ ୧୬୭୦ଭୋଟ୍ ମିଳିଛି ।

Share

Leave a Reply

Your email address will not be published. Required fields are marked *

1 × one =