Friday, October 30, 2026
Latestଜାତୀୟ

ବାଣ କାରଖାନାରେ ବିସ୍ଫୋରଣ, ୭ ମୃତ

ହିମାଚଳ ପ୍ରଦେଶ: ମଙ୍ଗଳବାର ହିମାଚଳ ପ୍ରଦେଶର ଉନା ଜିଲ୍ଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଉନା ତାହଲିୱାଲରେ ଅବସ୍ଥିତ ଏକ ବାଣ କାରଖାନାରେ ବିସ୍ଫୋରଣ ଯୋଗୁଁ ୧୦-୧୫ ମହିଳ ପୋଡ଼ି ଯାଇଥିବାର ଖବର ରହିଛି। ଏପର୍ୟ୍ୟନ୍ତ ୭ ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ବର୍ତ୍ତମାନ ନିଆଁ ଲିଭାଇ ଦିଆଯାଇଛି।
ଆହତମାନଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ଟେଣ୍ଡର ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ କର୍ମଚାରୀମାନେ ମଧ୍ୟ ଘଟଣାସ୍ଥଳକୁ ଯାଇଥିଲେ।

Share

Leave a Reply

Your email address will not be published. Required fields are marked *

13 + nine =