ପାକିସ୍ଥାନରୁ ଶୁଭେଚ୍ଛାର ବାର୍ତ୍ତା

ନୂଆଦିଲ୍ଲୀ()  ପୁଣିଥରେ ୫ ବର୍ଷ ପାଇଁ କ୍ଷମତା ଦଖଲ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଫଳଫଳ ଆସିବା ପୂର୍ବରୁ ବିଭିନ୍ନ ଦେଶର ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଟ୍ୱିଟ୍ ଏବଂ ଚିଠି ଲେଖି ମୋଦିଙ୍କୁ ଶୁଭେଚ୍ଛା ଜଣାଇବାରେ ବ୍ୟସ୍ତ ରହିଛନ୍ତି। ଏହି କ୍ରମରେ ଭାରତର ପଡ଼ୋଶୀ ରାଷ୍ଟ୍ର ପାକିସ୍ତାନ ମଧ୍ୟ ମୋଦିଙ୍କ ଏହି ବିଶାଳ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

ପୁଲୱାମା ଓ ବାଲାକୋଟ୍ ଏୟାର ଷ୍ଟ୍ରାଇକ୍ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଥିବା ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିଲା। ଏହା ସତ୍ତ୍ୱେ ମୋଦି ଓ ବିଜେପିର ବିଜୟ ନେଇ ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଶୁଭେଚ୍ଛା ଜଣାଇଛନ୍ତି।

Share

Leave a Reply

Your email address will not be published. Required fields are marked *

eighteen + 15 =