ପୂର୍ବତନ କେନ୍ଦ୍ରମନ୍ତ୍ରୀ ମନୋଜ ସିହ୍ନା ଜାମ୍ମୁ ଓ କାଶ୍ମୀର ଉପରାଜ୍ୟପାଳ

ନୂଆଦିଲ୍ଲୀ() ପୂର୍ବତନ କେନ୍ଦ୍ରମନ୍ତ୍ରୀ ମନୋଜ ସିହ୍ନା ହେବେ ଜାମ୍ମୁ ଓ କାଶ୍ମୀର ଉପରାଜ୍ୟପାଳ। ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଇସ୍ତଫା ପରେ ମନୋଜଙ୍କୁ ଉପରାଜ୍ୟପାଳ ଦାୟିତ୍ବ ଦିଆଯାଇଛି। ଅନ୍ୟପଟେ ଗିରୀଶଙ୍କ ଇସ୍ତଫା ଗ୍ରହଣ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଉଲ୍ଲେଖଯୋଗ୍ୟ ଯେ ଗତକାଲି ରାଷ୍ଟ୍ରପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଥିଲେ ଗିରୀଶ ।

Share

Leave a Reply

Your email address will not be published. Required fields are marked *

seven + thirteen =