ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ନାମରେ ପରିବର୍ତ୍ତନ

ନୂଆଦିଲ୍ଲୀ() ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକ ଶେଷ ହୋଇଛି । ସେହି କେନ୍ଦ୍ର କ୍ୟାବିନେଟ ବୈଠକରେ ନୂଆ ଶିକ୍ଷା ନୀତିକୁ ମଞ୍ଜୁରି ମିଳିଛି । ଏହାସହ ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ନାମରେ ପରିବର୍ତ୍ତନ କରାଯାଇଛି । ନୂଆ ନାମ ଶିକ୍ଷା ମନ୍ତ୍ରାଳୟ କୁ କ୍ୟାବିନେଟରେ ମଞ୍ଜୁରି ମିଳିଥିବା ନେଇ ସୂଚନା ରହିଛି ।

Share

Leave a Reply

Your email address will not be published. Required fields are marked *

18 − eleven =