ନଜର ପକାନ୍ତୁ ଆଜିର ସୁନା-ରୂପା ଦର ଉପରେ…
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୪,୩୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୨,୩୦୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୪,୩୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୩୨,୩୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୪,୩୩୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୨,୩୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୪,୪୮ ୦ ଟଙ୍କା ଓ ୨୨ କ୍ୟାରଟେ ୧,୩୨,୪୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୫,୬୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୩୩,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ୧,୪୪,୩୩୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୩୨,୩୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୪୫,୦୦୦ ଟଙ୍କା ହୋଇଛି ।

