ଜାତୀୟ

ଶୀଘ୍ର କିଣିନିଅ, କମିଲା ସୁନା ଦର

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୬,୧୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୩, ୧୦୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୬,୧୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୪୩, ୧୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୬,୧୧୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୩, ୧୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୬,୨୬୦ ଟଙ୍କା ଓ ୨୨ କ୍ୟାରଟେ ୧,୪୩,୨୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୭,୯୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୪,୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୬,୧୧୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୪୩, ୧୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୮୦,୦୦୦ ଟଙ୍କା ହୋଇଛି ।

Share

Leave a Reply

Your email address will not be published. Required fields are marked *

3 × 3 =