ପଢ଼ନ୍ତୁ ଦେଶରେ ଆଜି କଣ ରହିଛି କରୋନା ଅପଡେଟ୍‌

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୧ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୩ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୧,୬୬୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧,୩୨୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୦୧,୩୪,୪୪୫ ଓ ମୃତ୍ୟୁସଂଖ୍ୟା ୩,୯୩,୩୧୦ରେ ପହଞ୍ଚିଛି।

Share

Leave a Reply

Your email address will not be published. Required fields are marked *

5 × two =