ରାଜନୀତି

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆଜି ବଡ଼ ବୈଠକ।

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆଜି ବଡ଼ ବୈଠକ। ବିଜେପି ରାଜ୍ୟ ପଦାଧିକାରୀ ଏବଂ ସାଂଗଠାନିକ ଜିଲ୍ଲା ପ୍ରଭାରୀଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି, ରାଜ୍ୟ ସଙ୍ଗଠନ ମନ୍ତ୍ରୀ ମାନସ ମହାନ୍ତିଙ୍କ ସମେତ ସମସ୍ତ ସାଧାରଣ ସମ୍ପାଦକ ,ଉପସଭାପତି ବୈଠକରେ ଉପସ୍ଥିତ ରହିବେ। ଏହି ବୈଠକରେ ପ୍ରସ୍ତୁତ ହେବ ଜିଲ୍ଲା ରଣନୀତି। ପଞ୍ଚାୟତ ନିର୍ବାଚନ ଗ୍ରାଉଣ୍ଡ ଦଳୀୟ ନେତା କିଭଳି କାମ କରିବେ ତାକୁ ନେଇ ପ୍ରସ୍ତୁତ ହେବ ବ୍ଲୁ ପ୍ରିଣ୍ଟ।

Share

Leave a Reply

Your email address will not be published. Required fields are marked *

seven + eleven =