ଅସ୍ତ୍ରୋପଚାର ପାଇଁ ଦିଲ୍ଲୀ ଗଲେ ଅଭିନେତା ପିଣ୍ଟୁ ନନ୍ଦ

ଜଟିଳ ଅପରେସନ ପାଇଁ ଦିଲ୍ଲୀ ଗଲେ ଅଭିନେତା ପିଣ୍ଟୁ ନନ୍ଦ । ଆଇଏଲଭିଏସ ହସ୍ପିଟାଲରେ ପିଣ୍ଟୁଙ୍କର ଅପରେସନ କରାଯିବ । ବର୍ତ୍ତମାନ ତାଙ୍କର ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଥିବା ନେଇ ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ଲିଭର ଡୋନର ସ୍ଥିର ହୋଇଛନ୍ତି । ଦିଲ୍ଲୀରେ ପହଞ୍ଚିବା ପରେ ଚିକିତ୍ସା ଆରମ୍ଭ ହେବ । ବ୍ୟୟବହୁଳ ଚିକିତ୍ସା ପାଇଁ ବହୁ ଅର୍ଥର ଆବଶ୍ୟକତା ଥିବା ବେଳେ ଶୁଭେଛୁ ଓ କଳାକାରମାନେ ସହାୟତାର ହାତ ବଢାଇଛନ୍ତି। ସମସ୍ତେ ପିଣ୍ଟୁଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

14 − 13 =