ଚାଷୀଭାଇଙ୍କ ପାଇଁ ଇନପୁଟ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଚାଷୀଙ୍କ ପାଇଁ ନବୀନ ସରକାରଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଚାଷୀଙ୍କ ପାଇଁ ଇନପୁଟ ସହାୟତା ଘାଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମରୁଡ଼ି ପ୍ରଭାବିତ ଅଞ୍ଚଳର ଚାଷୀମାନେ ଏ ସହାୟତା ପାଇପାରିବେ । ଏଥିପାଇଁ ରାଜ୍ୟ ସରକାର ୨ ଶହ କୋଟି ଟଙ୍କା ଖର୍ଚ୍ଚ କରିବେ ।

Share

Leave a Reply

Your email address will not be published. Required fields are marked *

2 + 20 =