ଅନୁଗୁଳ ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ଭେଟି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଅନୁଗୁଳ ଗସ୍ତରେ ଯାଇ ୧୮୦୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।ଏଥିସହ ୭ ହଜାର ୪ଶହ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ୭୫ ହଜାର ସ୍ବାବଲମ୍ବୀ ମହିଳାଙ୍କୁ ୨୪୨ କୋଟି ଟଙ୍କାର ସୁଧଛାଡ ଋଣ ଏବଂ ପ୍ରୋତ୍ସାହନ ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ୧୧ଟି ପ୍ରକଳ୍ପର ଶୁଭାରମ୍ଭ କରିବା ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।

ଅନୁଗୁଳ ବସଷ୍ଟାଣ୍ଡ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର ପୌରପାଳିକା ଅଧୀନରେ ନିର୍ମାଣ ହୋଇଥିବା ହେରିଟେଜର ଶୁଭାରମ୍ଭ ହୋଇଛି ।

Share

Leave a Reply

Your email address will not be published. Required fields are marked *

seven − one =