ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗ ଦାୟିତ୍ୱ

ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ବର୍ତ୍ତମାନ ନୂତନ ସ୍ୱାସ୍ଥ୍ୟମନ୍ତ୍ରୀ ଭାବରେ ନିରଞ୍ଜନ ପୂଜାରୀ ଦାଇତ୍ୱ ଗ୍ରହଣ କରିଛନ୍ତି । ତେବେ ନିରଞ୍ଜନ ଓ ଅର୍ଥମନ୍ତ୍ରୀ ଥିବା ବେଳେ ବର୍ତ୍ତମାନ ସ୍ୱାସ୍ଥ୍ୟବିଭାଗର ମଧ୍ୟ ଦାଇତ୍ୱ ତୁଲାଇବେ । ରାଜ୍ୟପାଳ ପ୍ରଫେସର ଗଣେଶି ଲାଲଙ୍କ ସୁପାରିଶ ପରେ ଦ୍ୱାଇତ୍ୱ ଦେଲେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯାହାଫଳରେ ନିରଞ୍ଜନ ପୂଜାରୀ ବର୍ତ୍ତମାନ ରାଜ୍ୟର ନୂତନ ସ୍ୱାସ୍ଥ୍ୟମନ୍ତ୍ରୀ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

fifteen − five =