ରାଜ୍ୟ

ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବ। କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ଅଛି।

Share

Leave a Reply

Your email address will not be published. Required fields are marked *

12 − 1 =