ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ
ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ । ମଙ୍ଗଳବାର ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ସଂଧ୍ୟା ୫ଟାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ ।
ମଙ୍ଗଳବାର ସଂଧ୍ୟା ୫ଟାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏକାଧିକ ପ୍ରସ୍ତାବ ଉପରେ ମୋହମ ଲାଗିପାରେ । ତେବେ କେଉଁ ପ୍ରସ୍ତାବ ଉପରେ ମୋହର ଲାଗିବ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ବୈଠକ ଶେଷ ହେବା ପରେ ସବିଶେଷ ତଥ୍ୟ ମିଳିବ ବୋଲି ଆଶା କରାଯାଉଛି ।

