ନୂଆ ଲୁକରେ ନଜର ଆସିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନୂଆ ଲୁକରେ ନଜର ଆସିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସରେ ଧଳା ରଙ୍ଗର ଟ୍ରାଉଜର ସାଙ୍ଗକୁ ସବୁଜ ଜର୍ସି ପିନ୍ଧିଛନ୍ତି ମୁଖ୍ୟମନ୍ତ୍ରୀ । ଜର୍ସିକୁ ସୋଭେନିୟର ଭାବେ ବ୍ୟବହାର କରାଯିବ । ଜର୍ସି ପଛରେ ବନ୍ଦେ ଉତ୍କଳ ଜନନୀ ଲେଖାଯାଇଛି । ଓଡ଼ିଶା କ୍ରୀଡ଼ା ପାଇଁ ରାଜ୍ୟବାସୀ ଏହି ସବୁଜ ରଙ୍ଗର ଜର୍ସି ବାଛିଛନ୍ତି । ଓଡ଼ିଶାବାସୀଙ୍କ ଭୋଟିଂ ଆଧାରରେ ସୋସିଆଲ୍ ମିଡିଆରେ ରାଜ୍ୟ କ୍ରୀଡା ପାଇଁ ଜର୍ସି ବାଛିବାକୁ ଫାଇଭ୍ ଟି ସଚିବ ଭିକେ ପାଣ୍ଡିଆନ ଆହ୍ବାନ କରିଥିଲେ ।

Share

Leave a Reply

Your email address will not be published. Required fields are marked *

3 × one =