ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତକୁ ମିଳିଲା ଜାମିନ

ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ମିଳିଲା ୨ ସପ୍ତାହ ଜାମିନ । ୨ ସପ୍ତାହ ସର୍ତ୍ତମୂଳକ ଅନ୍ତରୀଣ ଜାମିନ ଦେଲେ ହାଇକୋର୍ଟ । ସ୍ତ୍ରୀ ଓ ପୁଅର ଚିକିତ୍ସା ପାଇଁ ଅନ୍ତରୀଣ ଜାମିନ ମାଗିଥିଲେ ଗୋବିନ୍ଦ । ଆଜି ଗୋବିନ୍ଦ ସାହୁକୁ ଅନ୍ତରୀଣ ଜାମିନ୍ ପ୍ରଦାନ କରିଛନ୍ତି ହାଇକୋର୍ଟ । ଦୁଇ ସପ୍ତାହ ପାଇଁ ଏହି ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଥିବା ଜଣାପଡ଼ିଥିବା ବେଳେ ପୁଅ ଏବଂ ପତ୍ନୀଙ୍କ ଅସୁସ୍ଥତା କାରଣରୁ ଏହି ଜାମିନ ଦେଇଛନ୍ତି ମାନ୍ୟବର କୋର୍ଟ ।

Share

Leave a Reply

Your email address will not be published. Required fields are marked *

20 − eight =