ମାତୃଭାଷାରେ ଶିକ୍ଷା ପାଇଲେ ଛାତ୍ରଛାତ୍ରୀମାନଙ୍କର ଦକ୍ଷତା ବୃଦ୍ଧି ପାଇବ:ଦ୍ରୌପଦୀ ମୁର୍ମୁ

ଓଡିଆ ଭାଷାରେ ଇଞ୍ଜିନିୟରିଂ ପାଠ୍ୟ ପୁସ୍ତକର ଉନ୍ମୋଚନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁୁ । ଜୟଦେବ ଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଉନ୍ମୋଚନ କରିଛନ୍ତି ଦ୍ରୌପଦୀ ମୁର୍ମୁୁ । ଉଭୟ ଡିଗ୍ରି ଓ ଡିପ୍ଲୋମା ଛାତ୍ରଛାତ୍ରୀଙ୍କ ପାଇଁ ଓଡିଆ ଭାଷାରେ ଏହି ପୁସ୍ତକ ଉନ୍ମୋଚନ ହୋଇଛି । ଓଡିଆରେ ଇଞ୍ଜିନିୟରିଂ ପୁସ୍ତକ ଉନ୍ମୋଚନ ଅବସରରେ ବକ୍ତବ୍ୟରେ ମାତୃଭାଷାରେ ଶିକ୍ଷା ଦେବାକୁ ଜାତୀୟ ଶିକ୍ଷା ନୀତିରେ ଗୁରୁତ୍ୱ ଦିଆଯାଇଛି ବୋଲି କହିଛନ୍ତି ରାଷ୍ଟ୍ରପତି ମୁର୍ମୁ । ମାତୃ ଭାଷାରେ ଶିକ୍ଷା ପାଇଥିଲେ ଛାତ୍ରଛାତ୍ରୀଙ୍କର ଦକ୍ଷତା ବୃଦ୍ଧି ପାଇବ ବୋଲି ସେ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

4 × 5 =