ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି : ଆହୁରି ୪ ଦିନ ବର୍ଷିବ

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗିରହିଛି ପ୍ରବଳ ବର୍ଷା । ଆହୁରି ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟର ସମସ୍ତ ୩୦ ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

ପାଣିପାଗ ବିଭାଗ ପକ୍ଷରୁ ୪ ଜିଲ୍ଲା- ସମ୍ବଲପୁର, କେନ୍ଦୁଝର, ଅନୁଗୁଳ, ବରଗଡ଼କୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ୧୪ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Share

Leave a Reply

Your email address will not be published. Required fields are marked *

ten + 6 =