ରାଜ୍ୟ

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମିଳିଲା ଖୁସି ଖବର

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସି ଖବର ମିଳିଛି । ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ ବୃଦ୍ଧି ପାଇ ୨୬୨% ରେ ପହଞ୍ଚିଛି। ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

ପିଛିଲା ଭାବେ ଜାନୁଆରୀରୁ ଲାଗୁ ନେଇ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ବର୍ଦ୍ଧିତ ଭତ୍ତା ଜୁଲାଇ ମାସ ଦରମାରେ ମିଳିବ ବୋଲି ଜଣାପଡ଼ିଛି।

Share

Leave a Reply

Your email address will not be published. Required fields are marked *

twelve − six =