ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ଭିଜିଲାନ୍ସ ଜାଲରେ କିରାଣୀ

ଭିଜିଲାନ୍ସ ଜାଲରେ କିରାଣୀ। ୪ହଜାର ଟଙ୍କା ଲାଞ୍ଚ ନେବାବେଳେ ଗିରଫ ହୋଇଛନ୍ତି ଯାଜପୁର କବିରପୁର ସ୍ଥିତ ପୁରୁଷୋତ୍ତମପୁର ଉଚ୍ଚ ବିଦ୍ୟାଳୟର କିରାଣୀ ମହେଶ୍ୱର ସାମଲ । ପେନସନ ଟଙ୍କା କରାଇ ଦେବା ପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିଲେ।

ଟ୍ରାପ ପରେ ମହେଶ୍ବର ସାମଲଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ। ଯାଜପୁର ଜିଲ୍ଲାର ଦୁଇଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ଚଢ଼ାଉ। କଟକ ଭିଜିଲାନ୍ସ ଡିଭିଜନରେ ଏ ନେଇ ରୁଜ୍ଜୁ ହୋଇଛି ମାମଲା।

Share

Leave a Reply

Your email address will not be published. Required fields are marked *

nine + three =