ଆଜି ରାଜ୍ୟରେ ୧୯୪୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୪୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ଜ୍ଝ ଏମାନଙ୍କ ମଧ୍ୟରୁ ୧୧୨୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୮୨୮ ଜଣ ସ୍ଥାନୀୟ ସଂକ୍ରମଣରୁ ବୋଲି ଜଣାପଡିଛି ଜ୍ଝ ସ୍ୱାସ୍ଥ୍ୟ ବିଭାଗର ସୂଚନା ମୁତାବକ ଅନୁଗୁଳରୁ ୮୫, ବାଲେଶ୍ୱରରୁ ୯୮, ବରଗଡରୁ ୧୭, ଭଦ୍ରକରୁ ୫୯, ବଲାଙ୍ଗୀରରୁ ୭, ବୌଦ୍ଧରୁ ୪, କଟକରୁ ୨୭୯, ଦେବଗଡରୁ ୫, ଢେଙ୍କାନାଳରୁ ୩୪, ଗଜପତିରୁ ୪, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୧୩, ଯାଜପୁରରୁ ୧୧୫, ଝାରସୁଗୁଡାରୁ ୬, କଳାହାଣ୍ଡିରୁ ୪, କନ୍ଧମାଳରୁ ୧୯, କେନ୍ଦ୍ରାପଡାରୁ ୧୧୨, କେଉଁଝରରୁ ୨୧, ଖୋର୍ଦ୍ଧାରୁ ୪୮୦, କୋରାପୁଟରୁ ୭, ମାଲକାନଗିରିରୁ ୨୪, ମୟୁରଭଞ୍ଜରୁ ୬୬, ନବରଙ୍ଗପୁରରୁ ୯, ନୟାଗଡରୁ ୮୮, ନୂଆପଡ଼ାରୁ ୨, ପୁରୀରୁ ୮୩, ରାୟଗଡ଼ାରୁ ୧୮, ସମ୍ବଲପୁରରୁ ୨୫, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୪୭ ସହ ଷ୍ଟେଟପୁଲରୁ ୯୯ ଜଣ ଚିହ୍ନଟ ହୋଇଛନ୍ତି ଜ୍ଝ

Share

Leave a Reply

Your email address will not be published. Required fields are marked *

5 × 1 =