ବଜ୍ରାଘାତରେ ଚାଲିଗଲା ଦୁଇ ଜୀବନ

କେନ୍ଦୁଝର() କେନ୍ଦୁଝରରେ ବଜ୍ରାଘାତରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଦୁଇ ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।ମୃତକ ହେଲେ ଭାଗବତ ନାୟକ ଏବଂ ଦୁଷ୍କନ୍ତ ନାୟକ ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ପଦ୍ମପୁର ଗାଁ ନିକଟ ବିଲରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା । ବଜ୍ରାଘାତ ଫଳରେ ବିଲରେ କାମ କରୁଥିବା ବ୍ୟକ୍ତି ଆଘାତପ୍ରାପ୍ତ ହୋଇଥିଲେ । ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

twelve + ten =