ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇପାରେ +୨ ରେଜଲ୍ଟ

ଭୁବନେଶ୍ୱର: ଜୁଲାଇ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ +୨ ପରୀକ୍ଷା ରେଜଲ୍ଟ । ଆଜି ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି କି ରେଜଲ୍ଟ ପ୍ରକାଶ କରିବା ଲାଗି । ଏଣୁ ଆମେ ଚେଷ୍ଟା କରୁଛୁ କି, ଏହା ପୂର୍ବରୁ ରେଜଲ୍ଟ ପ୍ରକାଶ କରିବାକୁ ଆମେ ଚେଷ୍ଠା କରୁଛୁ ।

Share

Leave a Reply

Your email address will not be published. Required fields are marked *

seven + eight =