ଆଜି ୬୮ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ କଟକରୁ ସର୍ବାଧିକ ୨୫, କେନ୍ଦ୍ରାପଡା ଓ ଖୋର୍ଦ୍ଧାରୁ ୭ ଲେଖାଏଁ, ଜଗତସିଂହପୁର ୬, ଅନୁଗୁଳ ଓ ମୟୁରଭଞ୍ଜରୁ ୫ ଲେଖାଏଁ, ବାଲେଶ୍ୱର,ଭଦ୍ରକ,ଢେଙ୍କାନାଳରୁ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ନୟାଗଡରୁ ୨, ବୌଦ୍ଧ,ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭୬୫ରେ ପହଞ୍ଚିଛି।

Share

Leave a Reply

Your email address will not be published. Required fields are marked *

2 + 10 =