ରାଜ୍ୟରେ ଆଉ ୭ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ଆଉ ୭ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଅନୁଗୁଳ, କଟକ, ଯାଜପୁର, ଖୋର୍ଦ୍ଧା  ଜିଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି। ସେହିଭଳି ନବରଙ୍ଗପୁର, ପୁରୀ ଓ ସୁନ୍ଦରଗଡ ଜିଲାରେ ମଧ୍ୟ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୫୭କୁ ବୃଦ୍ଧିପାଇଛି।

Share

Leave a Reply

Your email address will not be published. Required fields are marked *

seventeen + eight =