୩ୟ ପର୍ୟ୍ୟାୟ ନିର୍ବାଚନରେ ୭୧.୬୧% ମତଦାନ

ତୃତୀୟ ପର୍ୟ୍ୟାୟ ନିର୍ବାଚନରେ ରାଜ୍ୟରେ ୭୧.୬୧ ପ୍ରତିଶତ ମତଦାନ ହୋଇଛି। କେନ୍ଦୁଝରରେ ସର୍ବାଧିକ ୭୮.୧୬ ପ୍ରତିଶତ ଭୋଟର ନିଜର ମତ ସାବ୍ୟସ୍ତ କରିଥିବାବେଳେ ଭୁବନେଶ୍ୱରରେ ସର୍ବନିମ୍ନ ୫୯.୬୦ ପ୍ରତିଶତ ଭୋଟର ମତଦାନ ସାବ୍ୟସ୍ତ କରିଛନ୍ତି । ସେହିପରି ସମ୍ବଲପୁର ଲୋକସଭା କ୍ଷେତ୍ରରେ ୭୬.୩୮ ପ୍ରତିଶତ ମତଦାନ , ଢେଙ୍କାନାଳରେ ୭୪.୯୮, କଟକରେ ୬୯.୬୫ ପ୍ରତିଶତ ଓ ପୁରୀରେ ୭୨.୫୩ ପ୍ରତିଶତ ମତଦାନ ହୋଇଛି।

Share

Leave a Reply

Your email address will not be published. Required fields are marked *

20 + 18 =