ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତାକାଲି ସର୍ବ ଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତାକାଲି ସର୍ବ ଦଳୀୟ ବୈଠକ । ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ ପାଢ଼ୀ ବୈଠକ କରିବେ । ପଞ୍ଚାୟତ ନିର୍ବାଚନ ପାଇଁ ବସିବ ସର୍ବଦଳୀୟ ବୈଠକ । ସମସ୍ତ ରାଜନୈତିକ ଦଳ ସହ ସାକ୍ଷାତ କରିବେ ଆଦିତ୍ୟ ପାଢୀ । କେନ୍ଦ୍ର ନିର୍ବାଚନ କମିଶନ ଜାନୁଆରୀ ୨୦୨୧ ସୁଦ୍ଧା ଭୋଟର ଲିଷ୍ଟ ପ୍ରଦାନ କରିସାରିଛନ୍ତି । ସର୍ବଦଳୀୟ ବୈଠକରେ ଭୋଟର ତାଲିକା ସଂଶୋଧନ ନେଇ ଆଲୋଚନା ହେବ ।

Share

Leave a Reply

Your email address will not be published. Required fields are marked *

five × four =