୩୦ ତାରିଖ ପୂର୍ବରୁ ବିଧାନସଭା


ଭୁବନେଶ୍ୱର()   ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ବିଧାନସଭା ବସିବ ।  ଏନେଇ  ସୂଚନା ଦେଇଛନ୍ତି ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।  ସେ କହିଛନ୍ତି ଯେ, ବର୍ତ୍ତମାନ ରାଜସ୍ଥାନ ବିଧାନସଭା ଅଧିବେଶନ ବସିଛି ।  ଲୋକସଭା ବାଚସ୍ପତି ଓ ସଚିବଙ୍କ ସହ ଏନେଇ କଥା ହୋଇଛି ।  ଗାଇଲାଇନ ଆସିବା ପରେ ରାଜ୍ୟର କରୋନା ସ୍ଥିତି ଦେଖି ନିଷ୍ପତ୍ତି ହେବ ।  ପ୍ରଥମେ ଲୋକସଭାର କାର୍ଯ୍ୟ ଦେଖିବା ପରେ ନିଷ୍ପତ୍ତି ନେବୁ ବୋଲି  ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

2 × 2 =