ଭୀମଭୋଇ ମେଡିକାଲ କଲେଜ ହଷ୍ଟେଲ ଛାତରୁ ପଡ଼ି ଡାକ୍ତରୀ ଛାତ୍ର ମୃତ

ଭୀମଭୋଇ ମେଡିକାଲ କଲେଜ ହଷ୍ଟେଲରେ ଅଘଟଣ ଘଟିଛି । ହଷ୍ଟେଲ ଛାତରୁ ପଡି ଜଣେ ଡାକ୍ତର ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ରଙ୍କ ଜଣଙ୍କ ହରିୟାଣାର ଓ ତାଙ୍କ ନାଁ ନିଶାନ୍ତ କୁମାର।

ହଷ୍ଟେଲର ୭ ମହଲା କୋଠାରୁ ପଡ଼ି ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ହୋଇଛି ।ତେବେ ଏହା ଆତ୍ମହତ୍ୟା ନା ଅଘଟଣ ଏଯାଏଁ ସ୍ପଷ୍ଟ ହୋଇ ନାହିଁ। ସେ ଏମବିବିଏସର ପ୍ରଥମ ବର୍ଷରେ ପାଠ ପଢୁଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚ ତଦନ୍ତ ଆରମ୍ଭ କରିଛି।

Share

Leave a Reply

Your email address will not be published. Required fields are marked *

14 + 18 =