ବିଶ୍ୱେଶର ଟୁଡୁଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସଦ୍ୟ ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇଥିବା ଓଡ଼ିଶାର ମୟୂରଭଞ୍ଜ ସାଂସଦ ବିଶ୍ୱେଶର ଟୁଡୁ କେରାନାରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କୁ ଦିଲ୍ଲୀ ଏମ୍ସରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି । ତେବେ ସେ ସାମାନ୍ୟ କରୋନା ସଂକ୍ରମଣ ହୋଇଛନ୍ତି । କରୋନାର ସାମାନ୍ୟ ଲକ୍ଷଣ ଦେଖାଦେଇଥିବା ଜଣା ପଡ଼ିଛି । ତେବେ ଏହି ଖବର ପାଇବା ପରେ ଆଜି ମୁଖ୍ୟମନ୍ତ୍ରୀ ବିଶ୍ୱେଶର ଟୁଡୁଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ନିଜ ଟ୍ୱିଟର ମାଧ୍ୟରେ ପୋଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Share

Leave a Reply

Your email address will not be published. Required fields are marked *

three × 1 =