ସି.ଭି ରମଣଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ନୋବେଲ ପୁରସ୍କାର ବିଜେତା ସୁପ୍ରସିଦ୍ଧ ବୈଜ୍ଞାନିକ ଭାରତରତ୍ନ ଡକ୍ଟର ସି.ଭି ରମଣଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଦାର୍ଥ ବିଜ୍ଞାନରେ ସି.ଭି ରମଣଙ୍କ ଉଲ୍ଲେଖନୀୟ ଅବଦାନ ବିଶ୍ୱବ୍ୟାପୀ ବୈଜ୍ଞାନିକ ଓ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଯୋଗାଇବ ବୋଲି ଶ୍ରଦ୍ଧାଞ୍ଜଳି ଜଣାଇ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

2 × 3 =