ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡର ଗୃହମନ୍ତ୍ରୀ

ଭୁବନେଶ୍ୱର() ଛତିଶଗଡର ଗୃହମନ୍ତ୍ରୀ ତ୍ରାମ୍ରଧ୍ୱଜ ସାହୁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ଏହି ଅବସରରେ ଛତିଶଗଡ ଗୃହମନ୍ତ୍ରୀ ତାଙ୍କ ସରକାରଙ୍କ ଦ୍ୱାରା ଆୟୋଜିତ ଜାତୀୟ ଜନଜାତି ନୃତ୍ୟ ଉତ୍ସବରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ ଏବଂ ଏ ସଂକ୍ରାନ୍ତରେ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ପତ୍ର ମୁଖ୍ୟମନ୍ତ୍ରୀଙ୍କୁ ହସ୍ତାନ୍ତର କରିଥିଲେ ।

ସୂଚନାଅନୁସାରେ, ଛତିଶଗଡ ସରକାର ୨୦୧୯ ଡିସେମ୍ବର ୨୭ରୁ ୨୯ ପର୍ଯ୍ୟନ୍ତ ଜାତୀୟ ଜନଜାତି ନୃତ୍ୟ ଉତ୍ସବ ଆୟୋଜନ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

nine + 6 =