ଶ୍ରୀକ୍ଷେତ୍ରରେ ମୁଖ୍ୟମନ୍ତ୍ରୀ

ପୁରୀ()   ଆଜି ପବିତ୍ର ରଥଯାତ୍ରା। ଏହି ଅବସରରେ ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ । ରଥଯାତ୍ରା ପାଇଁ ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ ଅନେକ ନେତା, ମନ୍ତ୍ରୀ ପୁରୀ ଗସ୍ତ କରିଛନ୍ତି । ଏହି ଅବସରରେ ରାଜ୍ୟବାସୀଙ୍କୁ ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ନବୀନ ।

ମୁଖ୍ୟମନ୍ତ୍ରୀ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି ଯେ, ଘୋଷଯାତ୍ରା ଅବସରରେ ସାରା ବିଶ୍ଵର ସମସ୍ତ ଜଗନ୍ନାଥ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଯାଉ।

Share

Leave a Reply

Your email address will not be published. Required fields are marked *

six − one =