ଟିକାକରଣକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ରାଜ୍ୟରେ ଜୋରଦାର ଚାଲିଛି ଟିକାକରଣ । ଦେଢ଼କୋଟି ଟପିଛି ଟିକାକରଣ । ଲୋକେ ଉତ୍ସାହର ସହ ଆସି ଟିକା ନେଉଛନ୍ତି । ତେବେ ଏହି ପରିପ୍ରେକ୍ଷୀରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିବା ଦେଖିବାକୁ ମିଳିଛି ।

Share

Leave a Reply

Your email address will not be published. Required fields are marked *

16 − 5 =