ରାଜଧାନୀରୁ ଆଉ ୩୧୬ ପଜିଟିଭ

ଭୁବନେଶ୍ବର() ଆଜି ବି ଭୁବନେଶ୍ୱରରୁ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୧୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୮୪ ଓ ସ୍ଥାନୀୟ ଅଞ୍ଚଳରୁ ୨୩୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୨୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୪,୮୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧,୨୧୪ ଜଣ ସୁସ୍ଥ ହୋଇଛନ୍ତି ଓ ୧୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩,୫୦୭ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

18 − 9 =