ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର() ଓଡ଼ିଶାରେ ଚତୁର୍ଥ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଦୁବାଇରୁ ଫେରିଥିବା ଭଦ୍ରକ ଜିଲ୍ଲାର ଜଣେ ଯୁବକଙ୍କ କରୋନା ରିପୋର୍ଟ ପଜିଟିଭ ବାହାରିଛି । ଯୁବକଙ୍କ ବୟସ ୨୯ ହୋଇଥିବା ସୂଚନା ରହିଛି ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି।

Share

Leave a Reply

Your email address will not be published. Required fields are marked *

four × two =